www.samajalive.in
Wednesday, December 10, 2025
26.1 C
Bhubaneswar

ମିଠା ଖାଇ ୧୦ରୁ ଉର୍ଦ୍ଧ୍ବ ଅସୁସ୍ଥ

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲଶ ତରଭା ଥାନା ଅନ୍ତର୍ଗତ ଅନ୍ତର୍ଦ୍ଦା ଗ୍ରାମରେ ମିଠା ଖାଇ ୧୦ରୁ ଉର୍ଦ୍ଧ୍ବ ପିଲା ଅସୁସ୍ଥ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରାଯାଇ ବଲାଙ୍ଗୀର ଜିଲା ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ସମସ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡିଛି।

ସୂଚନାଯୋଗ୍ୟ ଯେ, ମଙ୍ଗଳବାର ରାତିରେ ୧୦ରୁ ଉର୍ଦ୍ଧ୍ବ ପିଲା ୮ଦିନ ତଳର ମିଠା ଖାଇଥିଲେ। ହଠାତ୍‌ ସେମାନଙ୍କର ଅସୁସ୍ଥ ଅନୁଭବ କରିଥିଲେ। ତେବେ ବାସୀ ମିଠା ଖାଇବାରୁ ସେମାନେ ଅସୁସ୍ଥ ହୋଇଥିବାର ଅନୁମାନ କରାଯାଉଛି।

- Advertisement -

 

Hot this week

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

Related Articles

Popular Categories