www.samajalive.in
Sunday, December 7, 2025
18.1 C
Bhubaneswar

ଠିଆ ହୋଇ ଖାଦ୍ୟ ଖାଉଛନ୍ତି କି ?

ଅନେକ ସମୟରେ ଲୋକେ ଠିଆ ହୋଇ ଖାଦ୍ୟ ଖାଇଥାଆନ୍ତି। ଏହା ସ୍ୱାସ୍ଥ୍ୟ ପାଇଁ କ୍ଷତିକାର। ବ୍ୟସ୍ତବହୁଳ ଜୀବନ ମଧ୍ୟରେ ଅନେକ ସମୟରେ ଲୋକେ ଏଭଳି ଅଭ୍ୟାସ ଆପଣାଇ ଥାଆନ୍ତି। ଯାହା ସ୍ୱାସ୍ଥ୍ୟ ଉପରେ କୁପ୍ରଭାବ ପକାଇଥାଏ। ସେଭଳି ହିଁ ଏକ ଅଭ୍ୟାସ ହେଉଛି ଠିଆ ହୋଇ ଭୋଜନ କରିବା।
ବିବାହ, ଅନେକ ଉତ୍ସବ, କୌଣସି ଆୟୋଜନରେ ଠିଆ ହୋଇ ଭୋଜନ କରାଯାଉଥିବା ଦେଖାଯାଇଥାଏ। ଜାଣନ୍ତୁ ,ସ୍ୱାସ୍ଥ୍ୟ ଉପରେ ଏହାର କି ପ୍ରଭାବ ପଡିଥାଏ…..
ଠିଆ ହୋଇ ଖାଦ୍ୟ ଖାଇବା ଦ୍ୱାରା ପେଟ ପର୍ଯ୍ୟନ୍ତ ସଠିକ ଭାବେ ଖାଦ୍ୟ ପହଞ୍ଚି ପାରି ନଥାଏ। ଖାଦ୍ୟ ଭଲ ଭାବେ ହଜମ ହୋଇଥାଏ। ପାଚନ ତନ୍ତ୍ର ଉପରେ କୁପ୍ରଭାବ ପଡିଥାଏ। ଏହାସହ ଗ୍ୟାଷ୍ଟ୍ରିକ,ପେଟ ଫୁଲିବା ଭଳି ସମସ୍ୟା ହୋଇଥାଏ।
ଏପରି ମଧ୍ୟ ଅନେକ ସମୟରେ ଦେଖାଯାଏ , ଠିଆ ହୋଇ ଖାଦ୍ୟ ଖାଇବା ଦ୍ୱାରା ଖାଦ୍ୟ ଭଲ ଭାବେ ଚୋବାଇ ନଥାଆନ୍ତି। ଏହା ସହ ମୋଟାପଣ ବୃଦ୍ଧି ହେବା ଭଳି ସମସ୍ୟା ମଧ୍ୟ ହୋଇଥାଏ।
ଖାଦ୍ୟ ନଳୀ ଉପରେ ମଧ୍ୟ କୁପ୍ରଭାବ ପଡିଥାଏ।
ଠିଆ ହୋଇ ଖାଦ୍ୟ ଖାଇବା ଦ୍ୱାରା ଖାଦ୍ୟରେ ଥିବା ପୋଷକ ତତ୍ତ୍ୱ ଶରୀରରେ ସଠିକ ଭାବେ ଅବଶୋଷିତ ହୋଇ ପାରେ ନାହିଁ।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories