www.samajalive.in
Saturday, December 6, 2025
23.1 C
Bhubaneswar

ଫୁଟ୍‌ଓଭରବ୍ରିଜ୍‌ ଉଦ୍‌ଘାଟିତ

ଭୁବନେଶ୍ବର : ନୂଆପଲ୍ଲୀ କ୍ରାଉନ୍‌ ହୋଟେଲ ନିକଟରେ ମଙ୍ଗଳବାର ଏକ ଫୁଟ୍‌ ଓଭରବ୍ରିଜ୍‌ ଉଦଘାଟିତ ହୋଇଯାଇଛି। ଏହି ଅବସରରେ ସାଂସଦ ଅପରାଜିତା ଷଡ଼ଙ୍ଗୀ କହିଛନ୍ତି ଯେ, ଏହାଦ୍ୱାରା ବହୁ ସଂଖ୍ୟାରେ ଜନସାଧାରଣ ଉପକୃତ ହେବେ। ସୂଚନାଯୋଗ୍ୟ ଯେ, ରାସ୍ତା ସମସ୍ୟା ଯୋଗୁଁ ଏହି ଅଞ୍ଚଳରେ ବହୁ ଧନ ଜୀବନ ବିଗତ ଦିନରେ ଦୁର୍ଘଟଣାର ସମ୍ମୁଖୀନ ହେଉଥିଲେ।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories