www.samajalive.in
Monday, December 8, 2025
14.1 C
Bhubaneswar

ବିଧାୟକ ପ୍ରାର୍ଥୀଙ୍କ ଘରୁ ୪୮ ଲିଟର ବିଲାତି ମଦ ଜବତ

ରେଙ୍ଗାଲି : ସମ୍ବଲପୁର ଜିଲ୍ଲାର ଠେଲକୋଲୋଇ ଥାନା ଅନ୍ତର୍ଗତ ଡେର୍ବା ଗ୍ରାମର ବାଳକୃଷ୍ଣ ରୋହିଦାସଙ୍କ ଘରେ ପୁଲିସ ଚଢଉ କରି ବେଆଇନ୍ ଭାବେ ରଖାଯାଇ ବିକ୍ରି କରାଯାଉଥିବା ୪୮ଲିଟର ବିଭିନ୍ନ ବ୍ରାଣ୍ଡ୍ ବିଲାତି ମଦ ଜବତ କରାଯାଇଛି। ମଦ ବିକ୍ରିରେ ନିୟୋଜିତ ସେଲ୍ସମ୍ୟାନ ସନ୍ତୋଷ ଦାସକୁ ଗିରଫ କରି  ଆଜି କୋର୍ଟ ଚାଲାଣ କରାଯାଇଛି ବୋଲି ଆଇଆଇସି ବୁଲୁ  ସ୍ବାଇଁ ସୂଚନା ଦେଇଛନ୍ତି । ଉଲ୍ଲେଖ ଯୋଗ୍ଯ ଯେ ବାଳକୃଷ୍ଣ ରୋହିଦାସ ୨୦୧୯  ବିଧାନସଭା ନିର୍ବାଚନରେ ରେଙ୍ଗାଲି ନିର୍ବାଚନ ମଣ୍ଡଳୀରୁ କଂଗ୍ରେସ ଦଳର ପ୍ରାର୍ଥୀ ରୂପେ ପ୍ରତିଦ୍ବନ୍ଦିତା କରିଥିଲେ। ୨୦୨୪ ନିର୍ବାଚନ ପୂର୍ବରୁ ସେ କଂଗ୍ରେସ ଦଳରୁ ଇସ୍ତଫା ଦେଇ ବିଜୁ ଜନତା ଦଳରେ ଯୋଗଦାନ କରିଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories