www.samajalive.in
Saturday, December 6, 2025
23.1 C
Bhubaneswar

ଶ୍ରୀମନ୍ଦିର ଭିତରେ ନଜର ଆସିଲେ ବିଦେଶୀ ପର୍ଯ୍ୟଟକ: ସିଂହଦ୍ବାର ଥାନାରେ ଅଟକ

ପୁରୀ: ଶ୍ରୀମନ୍ଦିର ସୁରକ୍ଷାରେ ପୁଣି ତ୍ରୁଟି। ମନ୍ଦିର ଭିତରେ ନଜର ଆସିଲେ ମହିଳା ବିଦେଶୀ ପର୍ଯ୍ୟଟକ। ବାଇଶି ପାହାଚ ନିକଟରୁ ସେବାୟତଙ୍କ ଦ୍ୱାରା ବିଦେଶୀ ପର୍ଯ୍ୟଟକଙ୍କୁ ଚିହ୍ନଟ କରାଯାଇଛି ।ସିଂହଦ୍ୱାର ଥାନାରେ ବିଦେଶୀ ପର୍ଯ୍ୟଟକଙ୍କ ସମେତ ଅନ୍ୟ ଜଣେ ଯୁବକଙ୍କୁ ଅଟକ ରଖାଯାଇଛି । ପୁଲିସ ଦ୍ୱାରା ଅଟକ ବିଦେଶୀ ନାଗରିକଙ୍କ ପରିଚୟ, ଭିସା ଓ ପାସପୋର୍ଟ ଯାଂଚ କରାଯାଉଛି । ଗତ କିଛି ଦିନ ହେଲା ୫ଜଣ ବାଂଲାଦେଶୀ ଶ୍ରୀମନ୍ଦିରକୁ ପ୍ରବେଶ କରିଥିଲେ । ଯାହାକୁ ନେଇ ପୁଲିସ ସମ୍ପୃକ୍ତ ବାଂଲାଦେଶୀଙ୍କୁ ଅଟକ ରଖି ଛାନଭିନ କରୁଛି । ତେବେ ବାଂଲାଦେଶ ଦୂତାବାସ ସହ ଆଲୋଚନା ପରେ ତାଙ୍କ ପାର୍ସପୋର୍ଟ ଯାଂଚ କରାଯାଇଥିଲା । ସେମାନଙ୍କ ବିରୋଧରେ କୌଣସି ସନ୍ଦେହ ଜନକ ତଥ୍ୟ ନମିଳିବାରୁ ସେମାନଙ୍କୁ ଛାଡ଼ି ଦିଆଯାଇଛି ।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories