ଶ୍ରୀମନ୍ଦିର ଭିତରେ ନଜର ଆସିଲେ ବିଦେଶୀ ପର୍ଯ୍ୟଟକ: ସିଂହଦ୍ବାର ଥାନାରେ ଅଟକ

ପୁରୀ: ଶ୍ରୀମନ୍ଦିର ସୁରକ୍ଷାରେ ପୁଣି ତ୍ରୁଟି। ମନ୍ଦିର ଭିତରେ ନଜର ଆସିଲେ ମହିଳା ବିଦେଶୀ ପର୍ଯ୍ୟଟକ। ବାଇଶି ପାହାଚ ନିକଟରୁ ସେବାୟତଙ୍କ ଦ୍ୱାରା ବିଦେଶୀ ପର୍ଯ୍ୟଟକଙ୍କୁ ଚିହ୍ନଟ କରାଯାଇଛି ।ସିଂହଦ୍ୱାର ଥାନାରେ ବିଦେଶୀ ପର୍ଯ୍ୟଟକଙ୍କ ସମେତ ଅନ୍ୟ ଜଣେ ଯୁବକଙ୍କୁ ଅଟକ ରଖାଯାଇଛି । ପୁଲିସ ଦ୍ୱାରା ଅଟକ ବିଦେଶୀ ନାଗରିକଙ୍କ ପରିଚୟ, ଭିସା ଓ ପାସପୋର୍ଟ ଯାଂଚ କରାଯାଉଛି । ଗତ କିଛି ଦିନ ହେଲା ୫ଜଣ ବାଂଲାଦେଶୀ ଶ୍ରୀମନ୍ଦିରକୁ ପ୍ରବେଶ କରିଥିଲେ । ଯାହାକୁ … Continue reading ଶ୍ରୀମନ୍ଦିର ଭିତରେ ନଜର ଆସିଲେ ବିଦେଶୀ ପର୍ଯ୍ୟଟକ: ସିଂହଦ୍ବାର ଥାନାରେ ଅଟକ