www.samajalive.in
Monday, December 8, 2025
16.1 C
Bhubaneswar

ଫେରିଲା ଫରେଷ୍ଟରଙ୍କ ଚେତା: ଭାଲୁକୁ ଟ୍ରାଙ୍କୁଲାଇଜ୍ ବେଳେ ଘଟିଥିଲା ଅଘଟଣ

ଢେଙ୍କାନାଳ: ୧୦ ଘଣ୍ଟା ପରେ ଫେରିଲା ଟ୍ରାଙ୍କୁଲାଇଜ୍ ଇଞ୍ଜେକସନ ବାଜିଥିବା ଫରେଷ୍ଟରଙ୍କ ଚେତା। ଢେଙ୍କାନାଳ କାମାକ୍ଷାନଗର କେରଜୁଳି ଗାଁରେ ଭାଲୁକୁ ଟ୍ରାଙ୍କୁଲାଇଜ୍ କରିବାକୁ ଯାଇ ଫରେଷ୍ଟର ଦୀପକ ସାହୁ ଗୁରୁତର ହୋଇଥିଲେ। ଭାଲୁକୁ ଟ୍ରାଙ୍କୁଲାଇଜ୍ କରିବାକୁ ଥିବା ଇଞ୍ଜେକସନ୍ ଫରେଷ୍ଟରଙ୍କ ଦେହରେ ବାଜିଥିଲା। ଏବେ ଚେତା ଫେରିଆସିବା ସହ ସେ ସୁସ୍ଥ ଥିବା ମଧ୍ୟ ସୂଚନା ମିଳିଛି। ମଙ୍ଗଳବାର ଗୁରୁତର ହେବା ପରେ ତାଙ୍କୁ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେପଟେ ଏତେ ବଡ ଅସାବଧାନତା କିପରି ଘଟିଲା, ତାକୁ ନେଇ ମଧ୍ୟ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories