www.samajalive.in
Sunday, November 16, 2025
15.1 C
Bhubaneswar

ଅଷ୍ଟ୍ରେଲିଆର ପୂର୍ବତନ ସ୍ପିନର କୋକେନ କାରବାରରେ ଦୋଷୀ ସାବ୍ୟସ୍ତ, ଖୁବଶୀଘ୍ର ଦଣ୍ଡ ବିଧାନ

ସିଡ୍‌ନୀ: ଅଡ଼ୁଆରେ ଅଷ୍ଟ୍ରେଲିଆର ପୂର୍ବତନ ସ୍ପିନର ଷ୍ଟୁଆର୍ଟ ମ୍ୟାକଗିଲ। କୋକେନ କାରବାରରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ମ୍ୟାକଗିଲ। ତେବେ ଆଶ୍ଵସ୍ତିକର କଥା ହେଉଛି, ବଡ଼ ପରିମାଣର ଡ୍ରଗ୍ସ କାରବାରରେ ସାମିଲ ନେଇ ତାଙ୍କୁ କ୍ଲିନ୍‌ଚିଟ୍‌ ମିଳିଛି। ଅଷ୍ଟ୍ରେଲିଆ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ଆଠ ସପ୍ତାହ ପରେ ତାଙ୍କୁ ଦଣ୍ଡିତ କରାଯିବ।

୫୪ ବର୍ଷୀୟ ପୂର୍ବତନ ଲେଗ୍ ସ୍ପିନରଙ୍କୁ ୨୦୨୧ ମସିହା ଏପ୍ରିଲ ମାସରେ ସିଡନୀ ଜିଲା କୋର୍ଟର ଖଣ୍ଡପୀଠ ୩୩୦୦୦୦ ଅଷ୍ଟ୍ରେଲୀୟ ଡଲାର ମୂଲ୍ୟର ଏକ କିଲୋ କୋକେନ୍ କାରବାରରେ ସମ୍ପୃକ୍ତି ମାମଲାରେ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। କିନ୍ତୁ ଡ୍ରଗ୍ସ ଯୋଗାଣରେ ସାମିଲ ମାମଲାରେ ସେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି।

Hot this week

ପୁଲିସର ଯାଞ୍ଚ କଡ଼ାକଡ଼ି

ସମାଜ ଲାଇଭ୍‌: କମିସନରେଟ ପୁଲିସ ପକ୍ଷରୁ ଶନିବାର ବିଳମ୍ବିତ ରାତିରେ ଗାଡ଼ିମୋଟର...

ହ୍ୟୁମାନ ସାଗର ସଙ୍କଟାପନ୍ନ, ଏମ୍ସ ଯାଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ହ୍ୟୁମାନ ସାଗର ଙ୍କ ସ୍ବାସ୍ଥ୍ୟ ଅବସ୍ଥା ଚିନ୍ତା...

ସ୍ଥାୟୀ ଜମି ପଟ୍ଟା ପ୍ରଦାନ ପାଇଁ ମାହେଶ୍ୱରୀ ସେନାର ଦାବି

ରେଙ୍ଗାଲିକ୍ୟାମ୍ପ ୧୫/୧୧: ଦୀର୍ଘ ୪୦ବର୍ଷ ଧରି ଗୋଡ଼ଭଗା ଛକ ନିକଟ ରାସ୍ତା...

କିଲାକିଆ ସେବାଶ୍ରମରେ ପିତାମାତା ସହଭାଗିତା କାର୍ଯ୍ୟକ୍ରମ

ଜି.ଉଦୟଗିରି,୧୫/୧୧: ଅନୁସୂଚିତ ଜାତି ଓ ଜନଜାତି ଏବଂ ପଛୁଆ ବର୍ଗ କଲ୍ୟାଣ...

ପୀତବାସ ପଣ୍ଡା ହତ୍ୟା ମାମଲା: ବ୍ରହ୍ମପୁର କାରାମଣ୍ଡଳରେ ସରିଲା ଅଭିଯୁକ୍ତଙ୍କ ଟିଆଇ ପରେଡ୍

ସମାଜ ନ୍ୟୁଜ ଡେସ୍କ- ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଶନିବାର...

Related Articles

Popular Categories