www.samajalive.in
Tuesday, December 9, 2025
16.1 C
Bhubaneswar

ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁରଙ୍କୁ ମିଳିବ ଭାରତ ରତ୍ନ ସମ୍ମାନ

ନୂଆଦିଲ୍ଲୀ: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁରଙ୍କୁ ମିଳିବ ଭାରତ ରତ୍ନ ସମ୍ମାନ। ମରଣୋତ୍ତର ଭାବେ ତାଙ୍କୁ ଭାରତରତ୍ନ ସମ୍ମାନ ପ୍ରଦାନ କରାଯିବ। ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁର ପଛୁଆ ବର୍ଗ ଲୋକଙ୍କ ଉନ୍ନତି ପାଇଁ ଜୀବନକୁ ଉତ୍ସର୍ଗ କରିଥିଲେ। ଜନ ନାୟକ ଭାବେ ପ୍ରତିଷ୍ଠା ଲାଭ କରିଥିଲେ କର୍ପୂରୀ ଠାକୁର।

ମିଳିଥିବା ସୂଚନା ଅନୁଯାୟୀ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁରଙ୍କୁ ଭାରତ ରତ୍ନ ସମ୍ମାନ ପ୍ରଦାନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ତାଙ୍କୁ ମରଣୋତ୍ତୋର ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରାଯିବ  ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ବୁଧବାର କର୍ପୂରୀ ଠାକୁରଙ୍କ ୧୦୦ ତମ ଜନ୍ମ ଜୟନ୍ତୀ ପାଳନ ହେବାକୁ ଯାଉଛି । ଏହି ଅବସରରେ ତାଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିବାକୁ ଘୋଷଣା କରାଯାଇଛି । ତେବେ ସୂଚନାଯୋଗ୍ୟ ଯେ, ଜେଡିୟୁ କର୍ପୂରୀ ଠାକୁରଙ୍କୁ ଭାରତରତ୍ନ ସମ୍ମାନରେ ସମ୍ମାନିତ କରିବାକୁ ଦାବି କରିଥିଲା ।

Hot this week

ଆଜି ବାରବାଟୀ ମହାସମର: ଦକ୍ଷିଣ ଆଫ୍ରିକାକୁ ଟକ୍କର ଦେବ ଭାରତ

କଟକ: କ୍ରିକେଟ୍‌ ମହାସମର ପାଇଁ ବାରବାଟୀ ପ୍ରସ୍ତୁତ। ଏବେ କେବଳ ମୁକାବିଲାକୁ...

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

Related Articles

Popular Categories