ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁରଙ୍କୁ ମିଳିବ ଭାରତ ରତ୍ନ ସମ୍ମାନ

ନୂଆଦିଲ୍ଲୀ: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁରଙ୍କୁ ମିଳିବ ଭାରତ ରତ୍ନ ସମ୍ମାନ। ମରଣୋତ୍ତର ଭାବେ ତାଙ୍କୁ ଭାରତରତ୍ନ ସମ୍ମାନ ପ୍ରଦାନ କରାଯିବ। ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁର ପଛୁଆ ବର୍ଗ ଲୋକଙ୍କ ଉନ୍ନତି ପାଇଁ ଜୀବନକୁ ଉତ୍ସର୍ଗ କରିଥିଲେ। ଜନ ନାୟକ ଭାବେ ପ୍ରତିଷ୍ଠା ଲାଭ କରିଥିଲେ କର୍ପୂରୀ ଠାକୁର। ମିଳିଥିବା ସୂଚନା ଅନୁଯାୟୀ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁରଙ୍କୁ ଭାରତ ରତ୍ନ ସମ୍ମାନ ପ୍ରଦାନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା … Continue reading ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁରଙ୍କୁ ମିଳିବ ଭାରତ ରତ୍ନ ସମ୍ମାନ