www.samajalive.in
Monday, December 8, 2025
14.1 C
Bhubaneswar

ଏନ୍‍ସିପିରେ ଯୋଗଦେଲେ ଶଙ୍କର ସିଂହ ଭାଘେଲା

ଅହମଦାବାଦ : ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ଶଙ୍କର ସିଂହ ଭାଘେଲା ମଙ୍ଗଳବାର ଜାତୀୟ କଂଗ୍ରେସ ଦଳ (ଏନ୍‍ସିପି)ରେ ଯୋଗ ଦେଇଛନ୍ତି। ଅହମଦାବାଦରେ ଏନ୍‍ସିପି ଅଧ୍ୟକ୍ଷ ଶରଦ ପାୱାରଙ୍କ ଉପସ୍ଥିତିରେ ଶଙ୍କର ସିଂ ଭାଘେଲା ଦଳରେ ସାମିଲ ହୋଇଥିଲେ। ଏହା ପୂର୍ବରୁ ଭାଘେଲା ଶୁକ୍ରବାର ଏନେଇ ସୂଚନା ଦେଇଥିଲେ। ଏନ୍‍ସିପି ଅଧ୍ୟକ୍ଷ ଶରଦ ପାୱାରଙ୍କ ସହ ଆଲୋଚନା ପରେ ସେ ଏହି ନିଷ୍ପତ୍ତି ନେଇଥିବା କହିଥିଲେ। ଏନ୍‍ସିପି ଭଳି ମଞ୍ଚ ସହାୟତରେ ସେ ଲୋକଙ୍କ ସେବା କରିବେ ଓ ତାଙ୍କ ସମସ୍ୟା ଉତ୍ଥାପିତ କରିବେ ବୋଲି କହିଛନ୍ତି।
ଉଲ୍ଳେଖଯୋଗ୍ୟ ଯେ ୨୦୧୭ରେ ଗୁଜରାଟ ବିଧାନସଭା ନିର୍ବାଚନ ପୂର୍ବରୁ ସେ କଂଗ୍ରସ ଦଳରୁ ଇସ୍ତଫା ଦେଇଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories