www.samajalive.in
Saturday, December 6, 2025
26.1 C
Bhubaneswar

ପଦ୍ମ ଧରିଲେ ପୂର୍ବତନ ଜେଡିୟୁ ନେତା ଅଜୟ ଆଲୋକ

ନୂଆଦିଲ୍ଲୀ: ପୂର୍ବତନ ଜେଡିୟୁ ନେତା ଅଜୟ ଆଲୋକ ବିଜେପିରେ ସାମିଲ ହୋଇଛନ୍ତି। ଶୁକ୍ରବାର ଦିଲ୍ଲୀରେ କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଉପସ୍ଥିତିରେ ସେ ବିଜେପିର ସଦସ୍ୟତା ଗ୍ରହଣ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ବିଜେପିକୁ ଆସିବା ପରେ ମୋତେ ଲାଗୁଛି ମୁଁ ମୋ ନିଜ ପରିବାରକୁ ଆସିଛି, ଯାହାର ମୁଖ୍ୟ ହେଉଛନ୍ତି ମୋଦୀ ଜୀ। ଯଦି ମୋଦୀ ଭିଜନ୍‌ରେ ମୁଁ ଏକ ପ୍ରତିଶତ ବି ଯୋଗଦାନ କରିପାରିଲି, ତେବେ ଏହା ମୋ ପାଇଁ ଗର୍ବର ବିଷୟ ହେବ।

ଅପରପକ୍ଷେ, ଆନନ୍ଦ ମୋହନଙ୍କୁ ଜେଲ୍‌ରୁ ମୁକ୍ତ କରିବାକୁ ନେଇ ନୀତିଶ କୁମାରଙ୍କୁ ଟାର୍ଗେଟ୍‌ କରିଛନ୍ତି ବିଜେପି ନେତା ଅଜୟ ଆଲୋକ।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories