www.samajalive.in
Saturday, December 6, 2025
15.1 C
Bhubaneswar

କଂଗ୍ରେସ ନେତା ହରକ ସିଂ ରାୱତଙ୍କ ଘରେ ଇଡି ଚଢଉ

ନୂଆଦିଲ୍ଳୀ: କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ହରକ ସିଂ ରାୱତଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢଉ କରିଛି । ହରକଙ୍କ ବିରୋଧରେ ପ୍ରମୁଖ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଇଡ଼ି । ଦିଲ୍ଲୀ, ଚଣ୍ଡିଗଡ ଏବଂ ଉତ୍ତରପ୍ରଦେଶରେ ଥିବା ବାସଭବନରେ ଚଢଉ କରାଯାଇଛି। ଏହି ୩ଟି ରାଜ୍ୟରେ ମୋଟ ୧୬ଟି ସ୍ଥାନରେ ରେଡ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories