www.samajalive.in
Tuesday, December 9, 2025
16.1 C
Bhubaneswar

ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ରାଉତଙ୍କର ପରଲୋକ

 

ଭୁବନେଶ୍ବର : ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ରାଉତଙ୍କର ଶୁକ୍ରବାର ଭୁବନେଶ୍ୱରଠାରେ ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି । ମୃତ୍ୟୁବେଳକୁ ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା।ସେ ଧାମନଗର ବିଧାନସଭା ଆସନରୁ ୩ ଥର ରାଜ୍ୟ ବିଧାନଭାକୁ ନିର୍ବା​ଚ‌େିତ ହୋଇଥିଲେ।​‌  ସେ ୧୯୮୦,୧୯୮୫ ଏବଂ ୧୯୯୫ରେ  କଂଗ୍ରେସ ଟିକେଟ୍‍ରୁ ରାଜ୍ୟ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୧୯୯୫ରୁ ୨୦୦୦ ମସିହା ପର୍ଯ୍ୟନ୍ତ ବିଭିନ୍ନ ସମୟରେ ସେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ ଦାୟିତ୍ୱରେ ଥିଲେ । ସେ ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ୍‍ ଅନ୍ତର୍ଗତ ଧୁଷୁରୀ ବାହାରବିଲ୍‍ ଗ୍ରାମରେ ୧୯୪୨ ମସିହା ନଭେମ୍ବର ୧୩ ତାରିଖରେ  ଜନ୍ମଗ୍ରହଣ କରିଥିଲେ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories