www.samajalive.in
Friday, December 12, 2025
26.1 C
Bhubaneswar

ପୂର୍ବତନ ସାଂସଦ ଅନାଦି ଦାସଙ୍କ ପରଲୋକରେ ଶୋକ

ଯାଜପୁର : ଯାଜପୁରର ପୂର୍ବତନ ସାଂସଦ ଅନାଦି ଦାସଙ୍କ ପରଲୋକ ଘଟିଛି । ସେ ଯାଜପୁର ଳୋକସଭା ଆସନରୁ  ୫ ଥର ସାଂସଦ ଭାବେ ନିର୍ବାଚିତ ହୋଇଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା। ଶୁକ୍ରବାର ଅପରାହ୍ନରେ ତାଙ୍କର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି ।
ଯାଜପୁର ବିଧାୟକ ତଥା ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଲେଖକ ଇଂ ତାରାପ୍ରସାଦ ମିଶ୍ର,ସମାଜସେବୀ ରଚିତା ମିଶ୍ର ଗଭୀର ଶୋକ ପ୍ରକାଶ କରିଛନ୍ତି।

Hot this week

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

Related Articles

Popular Categories