www.samajalive.in
Monday, December 15, 2025
17.1 C
Bhubaneswar

ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ

ଭୁବନେଶ୍ବର: ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ ହୋଇଯାଇଛି। ୯୫ ବର୍ଷ ବୟସରେ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ ହୋଇଛି। ମହାରାଷ୍ଟ୍ରର ଜଣେ ବରିଷ୍ଠ କଂଗ୍ରେସ ନେତା ତଥା ସୁପ୍ରିମକୋର୍ଟର ଜଣାଶୁଣା ଆଡଭୋକେଟ ଭାବେ ଖ୍ୟାତି ଅର୍ଜନ କରିଥିବା ସ୍ବର୍ଗତ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ ୨୦୦୭ରୁ ୨୦୧୩ ପର୍ଯ୍ୟନ୍ତ ଓଡ଼ିଶାର ରାଜ୍ୟପାଳ ଭାବେ କାର୍ଯ୍ୟ କରିଥିଲେ।

ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୁରଲୀଧର ଭଣ୍ଡାରେଙ୍କ ପରଲୋକ ନେଇ ରାଜ୍ୟପାଳ ରଘୁବର ଦାସ ଟ୍ବିଟ ଜରିଆରେ ସୂଚନା ଦେଇଛନ୍ତି।

- Advertisement -

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories