www.samajalive.in
Saturday, December 6, 2025
26.1 C
Bhubaneswar

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି ନେତା ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ ପ୍ରୟାସକାନ୍ତି ସାମଲ ଏବଂ ପ୍ରଣିତକାନ୍ତି ସାମଲ ବିଜେପିରେ ମିଶିଛନ୍ତି। ବାସୁଦେବପୁର ବ୍ଲକ ଅଧ୍ୟକ୍ଷ ନଗେନ୍ଦ୍ର ପ୍ରସାଦ ବିଶ୍ଵାଳ, ବନ୍ତ ବ୍ଲକ ଅଧ୍ୟକ୍ଷ ମନୋରଞ୍ଜନ ଘଡାଇ, ଭଣ୍ଡାରିପୋଖରୀର ସୁମତି ସେଠୀ ଏବଂ ଭଦ୍ରକର ଉର୍ମିଲା ନାୟକ , ୭ ସମିତି ସଭ୍ୟଙ୍କ ସମେତ ୧୫ରୁ ଅଧିକ ସରପଞ୍ଚ ଓ ନାଏବ ସରପଞ୍ଚ ମଧ୍ୟ ବିଜେପିରୁ ମିଶିଛନ୍ତି। ଭଦ୍ରକ ବିଧାୟକ ସିତାଂଶୁ ମହାପାତ୍ର ଓ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ବିଜେଡିର ୫୦ରୁ ଅଧିକ କର୍ମୀ ଓ ନେତା ବିଜେପିରେ ସାମିଲ ହୋଇଛନ୍ତି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

Related Articles

Popular Categories