www.samajalive.in
Sunday, December 14, 2025
26.1 C
Bhubaneswar

ତୋଷଖାନା ଘଟଣା – ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଓ ପତ୍ନୀ ବୁଶରାଙ୍କ ବିରୋଧରେ ଠକେଇ ମାମଲା ରୁଜ୍ଜୁ

ଡେସ୍କ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କ ବିରୋଧରେ ତୋଷାଖାନା ମାମଲାରେ ଆଉ ଏକ ଠକେଇ ମାମଲା ରୁଜ୍ଜୁ ହୋଇଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ମିଳିଥିବା ବିଭିନ୍ନ ଉପହାର ଓ ଅନ୍ୟାନ୍ୟ ସାମଗ୍ରୀ ବିକ୍ରି ଉଦ୍ଦେଶ୍ୟରେ ଉଭୟ ନକଲି ରସିଦ ପ୍ରସ୍ତୁତ କରିଥିବା ଅଭିଯୋଗରେ ଇସଲାମାବାଦର କୋହସର ପୁଲିସ ଷ୍ଟେସନରେ ଏତଲା ଦାୟର କରାଯାଇଛି।

ଏହି ମାମଲାରେ ପାକିସ୍ତାନ ତେହେରିକ-ଏ-ଇନସାଫର ଅଧ୍ୟକ୍ଷ, ବୁଶରା ବିବି, ଶହଜ଼ାଦ ଆକବର, ଜୁଲ୍ଫି ବୁଖାରି ଓ ଫାରହା ଗୋଗିଙ୍କ ବିରୋଧରେ ଦାୟର ଏତଲାରେ ନକଲି ରସିଦ ପ୍ରସ୍ତୁତ କରିବା ଓ ନକଲି ଦସ୍ତଖତ କରିବା ଅଭିଯୋଗ ହୋଇଛି।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories