www.samajalive.in
Sunday, December 14, 2025
17.1 C
Bhubaneswar

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ଓ ତାଙ୍କ ପତ୍ନୀଙ୍କୁ ଜେଲ୍‌

ଇସଲାମାବାଦ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ମିଳିଛି ବଡ ଝଟକା। ଶୁକ୍ରବାର ପାକିସ୍ତାନର ଏକ ସ୍ଥାନୀୟ କୋର୍ଟ ଇମ୍ରାନ ଖାନ୍‌ଙ୍କୁ ୧୪ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଦୁର୍ନୀତି ମାମଲାରେ ତାଙ୍କୁ ୧୪ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ। ଇମ୍ରାନ୍‌ଙ୍କ ପତ୍ନୀ ବୁସ୍‌ରା ବିବିଙ୍କୁ ମଧ୍ୟ ୭ ବର୍ଷ ଜେଲ୍‌ ଦଣ୍ଡାଦେଶ ଦେଇଛନ୍ତି କୋର୍ଟ। ଇମ୍ରାନ୍‌ ଓ ତାଙ୍କ ପତ୍ନୀଙ୍କୁ ଅଲ୍‌-କାଦିର୍‌ ୟୁନିଭରସିଟି ପ୍ରୋଜେକ୍ଟ ଟ୍ରଷ୍ଟ୍‌ ସହ ଜଡିତ ଦୁର୍ନୀତି ମାମଲାରେ ଏହି ଦଣ୍ଡାଦେଶ ମିଳିଛି।

୨୮ ଜାନୁଆରୀରେ ଶୁକ୍ର ଚଳନ ; କେଉଁ ରାଶି ଉପରେ ପଡିବ କି ପ୍ରଭାବ, ହେବ ବିବାହ, ମିଳିବ ହଠାତ୍‌ ଧନ..

ଜିଓର ଖାସ୍‌ ରିଚାର୍ଜ ପ୍ଲାନ୍‌ ; ମାଗଣାରେ ଦେଖିପାରିବେ ‘ପାତାଲ ଲୋକ ୨’, ମିଳିବ ଏସବୁ ସୁବିଧା..

- Advertisement -

‘ସୁଭଦ୍ରା’କୁ ନେଇ ଆସିଲା ବଡ ଖବର; କେଉଁମାନଙ୍କୁ ମିଳିବନି, କେଉଁମାନେ ଜାନୁଆରୀ ଶେଷ ସୁଦ୍ଧା କରିବେ ଇ-କେୱାଇସି ଅପଡେଟ୍‌..

 

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories