www.samajalive.in
Saturday, December 13, 2025
23.1 C
Bhubaneswar

ପୂର୍ବତନ ମନ୍ତ୍ରୀ ଦୁର୍ଯ୍ୟୋଧନ ମାଝୀଙ୍କ ବିୟୋଗ

ଭୁବନେଶ୍ୱର: ଓଡ଼ିଶାର ପୂର୍ବତନ ମନ୍ତ୍ରୀ, ନୂଆପଡା ଜିଲାର ବର୍ଷିଆନ ଆଦିବାସୀ ନେତା ଦୁର୍ଯ୍ୟୋଧନ ମାଝୀଙ୍କର ପରଲୋକ ଘଟିଛି । ଜଣେ ଦକ୍ଷ ରାଜନୀତିଜ୍ଞ ଏବଂ ଅମାୟିକ ବ୍ୟକ୍ତି ଭାବରେ ପରିଚିତ ଶ୍ରୀ ମାଝୀ ଖଡିଆଳରୁ ୫ ଥର ରାଜ୍ୟ ବିଧାନସଭାକୁ ନର୍ବାଚିତ ହୋଇଥିଲେ । ତାଙ୍କ ମୃତ୍ୟୁରେ ରାଜ୍ୟର ବହୁ ରାଜନୀତିଜ୍ଞ ଓ ବିଶିଷ୍ଟ ବ୍ୟକ୍ତି ଗଭୀର ଶୋକ ପ୍ରକାଶ କରିଛନ୍ତି । ଏଥିସହିତ ଶ୍ରୀ ମାଝୀଙ୍କର ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି ।

Hot this week

ଚାଲାଣ ଛାଡ଼ ପାଇବାର ଶେଷ ସୁଯୋଗ, ଆଜି ବର୍ଷର ଶେଷ ଲୋକ ଅଦାଲତ

ସମାଜ ଡିଜିଟାଲ ଡେସ୍କ: ୨୦୨୫ ବର୍ଷର ଶେଷ ଲୋକ ଅଦାଲତ ଆଜି...

ଟଙ୍କାର ମୂଲ୍ୟହ୍ରାସ ଓ ଦେଶର ଅର୍ଥନୀତି

ବିଶ୍ବର ଅର୍ଥନୈତିକ ଶକ୍ତିଶାଳୀ ରାଷ୍ଟ୍ର ତାଲିକାରେ ଭାରତ ଚତୁର୍ଥ ସ୍ଥାନରେ ରହିଥିବାବେଳେ...

ସୂର୍ଯ୍ୟ ମନ୍ଦିରରୁ ବାଲିକଢ଼ା

ଐତିହ୍ୟ ଓ ପର୍ଯ୍ୟଟନସ୍ଥଳୀ କୋଣାର୍କର ସୂର୍ଯ୍ୟ ମନ୍ଦିର କଳା, ସଂସ୍କୃତି ଓ...

ଚୀନ୍‌ ଉପରେ ଲଗାମ ଲାଗିବ: ଗ୍ରେଟ୍‌ ନିକୋବର ଦ୍ୱୀପରେ ଦ୍ୱିତୀୟ ବିମାନବନ୍ଦର ନିର୍ମାଣ ଆରମ୍ଭ

ନୂଆଦିଲ୍ଲୀ: ଚୀନ୍‌ର ବଢ଼ୁଥିବା ମହତ୍ତ୍ୱାକାଂକ୍ଷାର ଜବାବରେ, ଭାରତ ମଲାକ୍କା ପ୍ରଣାଳୀରେ ଏକ...

ଭୟାବହ ଅଗ୍ନିକାଣ୍ଡ : ଜଳିଗଲା ୬ ଦାମୀ ଗାଡ଼ି ସହ ୪ ଦୋକାନ ଏବଂ ଗୋଟିଏ ଘର

ବାଲିପାଟଣା/ ବାଲିଅନ୍ତା: ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ବଜାରରେ ଭୟାଵହ ଅଗ୍ନିକାଣ୍ଡ ଘଟିଛି।...

Related Articles

Popular Categories