ବିଜେଡିରୁ ଇସ୍ତଫା ଦେଲେ ଜ୍ୟୋତି ପାଣିଗ୍ରାହୀ

ଭୁବନେଶ୍ୱର: ବିଜେଡି ଛାଡିଲେ ପୂର୍ବତନ ମହିଳା କମିଶନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନିଜର ଇସ୍ତଫା ପତ୍ର ପଠାଇଛନ୍ତି। ସୂଚନା ଅନୁସାରେ ଜ୍ୟୋତି ପାଣିଗ୍ରାହୀ ବିଜେଡିର ଜଣେ ଦକ୍ଷ ନେତ୍ରୀ ଭାବେ ଜଣାଶୁଣା। ସେଥିପାଇଁ ଦଳ ତାଙ୍କୁ ସୁନ୍ଦରଗଡର ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଇଥିଲା। କିନ୍ତୁ ଏବେ ସେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ପତ୍ରରେ ସେ କହିଛନ୍ତି ଯେ ପୂର୍ବ ପରି ଦଳ ଆଉ ନାହିଁ। ଦଳର ନେତାଙ୍କୁ ଆଉ ଭେଟି ହେଉନାହିଁ। ଜ୍ୟୋତି … Continue reading ବିଜେଡିରୁ ଇସ୍ତଫା ଦେଲେ ଜ୍ୟୋତି ପାଣିଗ୍ରାହୀ