www.samajalive.in
Monday, December 8, 2025
27.1 C
Bhubaneswar

ମ୍ୟୁନିସପାଲିଟି ନର୍ଦ୍ଦମାରୁ ଉଦ୍ଧାର ହେଲା କିରାଣିଙ୍କ ମୃତଦେହ

କେନ୍ଦୁଝର: ମାଧପୁର ନିକଟରେ ଥିବା ମ୍ୟୁନିସପାଲିଟି ନର୍ଦ୍ଦମାରୁ କେନ୍ଦୁଝରର ପୂର୍ତ୍ତ ବିଭାଗ କିରାଣିଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତଦେହ ନିକଟରେ ଜୋତା ଓ ବାଇକ ପଡ଼ି ରହିଥିବା ଦେଖିବାକୁ ମିଳିଛି। ଘଟଣା ସ୍ଥଳରେ ପୁଲିସ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ସହ ତଦନ୍ତ ଆରମ୍ଭ କରିଛି । ଏଯାବତ୍ ମୃତ୍ୟୁର କାରଣ ଜଣାପଡିନାହିଁ ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories