www.samajalive.in
Monday, December 15, 2025
26.1 C
Bhubaneswar

ବାଉରିପଦାଠାରେ ସ୍ୱାସ୍ଥ୍ୟ ଉପକେନ୍ଦ୍ର ଶିଳାନ୍ୟାସ

ସିମୁଳିଆ : ବାଉରିପଦାଠାରେ ସ୍ୱାସ୍ଥ୍ୟ ଉପକେନ୍ଦ୍ର ଶୁଭ ଶିଳାନ୍ୟାସ ହୋଇଯାଇଛି । ସୂଚନାରୁ ପ୍ରକାଶ ବାଲେଶ୍ଵର ଜିଲା ସିମୁଳିଆ ବ୍ଲକ୍ ବାଉରୀପଦା ପଞ୍ଚାୟତରେ ସିମୁଳିଆ ବିଧାୟକ ଶ୍ରୀଯୁକ୍ତ ପଦ୍ମଲୋଚନ ପଣ୍ଡାଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କର ପ୍ରତିନିଧିଭାବେ ଯୂବନେତା ଡା. ଅଣୁମାଧବ ପଣ୍ଡା ବାଉରିପଦା ଠାରେ ପହଞ୍ଚି ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ଵାରା ୩୧,୪୮,୫୧୬ ଟଙ୍କା ବ୍ୟୟ ଅଟକଳ ମୂଲ୍ୟର ନୂତନ ସ୍ଵାସ୍ଥ୍ୟ ଉପକେନ୍ଦ୍ର ଗୃହର ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ବାଉରୀପଦା ପଞ୍ଚାୟତର ସରପଞ୍ଚ ଧରଣୀଧର ନାୟକ, ସମିତି ସଭ୍ୟ ଗଜେନ୍ଦ୍ର ସେଠୀ, ବାଲିଖଣ୍ଡ ମଣ୍ଡଳ ସଭାପତି ପ୍ରଦୀପ ରାୟ, ପୂର୍ବତନ ସମିତି ସଭ୍ୟ ଦିଲ୍ଲୀପ ଗିରି, ମନୋରଞ୍ଜନ ହାତୀ, ଗଣେଶ ଚନ୍ଦ୍ର ସାହୁ, ଓ ଅନ୍ୟାନ୍ୟ ବରିଷ୍ଠ କାର୍ଯ୍ୟକର୍ତ୍ତାମାନେ ଉପସ୍ଥିତ ଥିଲେ ।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories