www.samajalive.in
Friday, December 5, 2025
17.1 C
Bhubaneswar

ଆମେରିକାରେ ବିମାନ ଦୁର୍ଘଟଣା, ୪ ଗୁରୁତର

ସମାଜ ଡିଜିଟାଲ ଡେସ୍କ: ଆମେରିକାର ଟେନେସି ଅଞ୍ଚଳରେ ବିମାନ ଦୁର୍ଘଟଣା ହୋଇଛି । ୨୦ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ବିମାନଟି ରବିବାର ଦିନ ଟେନେସି ଠାରେ ଦୁର୍ଘଟଣା ହେବାରୁ ଏକାଧିକ ଯାତ୍ରୀ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪ଜଣ ଗୁରୁତର ହୋଇଛନ୍ତି । ୪ଜଣଙ୍କୁ ନିକଟବର୍ତ୍ତୀ ହସ୍ପିଟାଲକୁ ହେଲିପକ୍ଟରରେ ପଠାଯାଇଥିବା ସୂଚନା ମିଳିଛି । ତେବେ ଯାନ୍ତ୍ରିକ ତ୍ରୁଟି ପାଇଁ ବିମାନ ଦୁର୍ଘଟଣା ହୋଇଥିବା ସୂଚନା ଦିଆଯାଇଛି ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories