www.samajalive.in
Friday, December 5, 2025
26.1 C
Bhubaneswar

ହୀରାକୁଦରେ ବନ୍ଦ ହେଲା ୪ଟି ଗେଟ୍‍

ସମାଜ ଡିଜିଟାଲ ଡେସ୍କ: ଜଳସ୍ତର କମିବା ପରେ ହୀରାକୁଦରେ ବନ୍ଦ ହେଲା ୪ଟି ଗେଟ୍‍ । ଫଳରେ ୧୪ଟି ଗେଟ୍‍ ଦେଇ ବର୍ତ୍ତମାନ ବନ୍ୟା ଜଳ ନିଷ୍କାସନ ହେଉଛି । ବାମ ପାଶ୍ୱର୍ର ୯ଟି ଗେଟ୍‍ ଓ ଡାହାଣ ପାଶ୍ୱର୍ର ୫ଟି ସ୍ଲୁଇସ୍‍ ଗେଟ୍‍ ଖୋଲାଯାଇଛି । ଏବେ ହୀରାକୁଦ ଜଳଭଣ୍ଡାର ଜଳସ୍ତର ୬୧୨.୫୨ଫୁଟ୍‍ ରହି ଥିବାବେଳେ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୧ଲକ୍ଷ ୭୮ହଜାର ୯୮୧କ୍ୟୁସେକ ଜଳ ପ୍ରବେଶ କରୁଛି । ସେହିପରି ୩ଲକ୍ଷ ୧୧ହଜାର ୩୮୩କ୍ୟୁସେକ ଜଳ ନିଷ୍ପାସିତ ହେଉଛି ।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories