www.samajalive.in
Sunday, December 7, 2025
26.1 C
Bhubaneswar

ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍‍

ସମାଜ ଡିଜିଟାଲ ଡେସ୍କ: ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦର ଆଉ ୪ଟି ଗେଟ୍‍ ଖୋଲାଯାଇଛି । ବର୍ତ୍ତମାନ ୨୦ଟି ଗେଟ୍‍ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି । ଏବେ ଜଳଭଣ୍ଡାରର ଜଳସ୍ତର ୬୨୬.୩୩ଫୁଟ । ଜଳଭଣ୍ଡାରକୁ ୨ଲକ୍ଷ ୯୪ହଜାର ୮୫୮କ୍ୟୁସେକ ଜଳ ପ୍ରବେଶ କରୁଛି । ହୀରାକୁଦ ପାଣି ଛାଡିବା ପରେ ମହାନଦୀରେ ଜଳସ୍ତର ବଢୁଥିବାରୁ ଏଠାରେ ବନ୍ୟା ଆଶଙ୍କା ରହିଛି । ହୀରାକୁଦରେ ଧୀରେ ଧୀରେ ଜଳସ୍ତର ବଢିବାରେ ଲାଗିଥିବାରୁ ଏହାକୁ ଦୃଷ୍ଟିରେ ରଖି କ୍ରମାଗତ ଭାବେ ଗେଟ୍‍ ଗୁଡିକ ଖୋଲାଯାଉଛି ।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories