www.samajalive.in
Monday, December 15, 2025
26.1 C
Bhubaneswar

ସାପ କାମୁଡାରେ ଚାଲିଗଲା ୪ଜୀବନ

ସମାଜ ଡିଜିଟାଲ ଡେସ୍କ: ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଦୁର୍ଗମ ବୁରାତାଲ ପଞ୍ଚାୟତ ବିଲୁଗାଁରେ ଅଘଟଣ । ରାତିରେ ଶୋଇଥିବା ବେଳେ ବିଷାକ୍ତ ସାପ କାମୁଡିବାରୁ ମାଇଁ, ଭାଣିଜୀଙ୍କ ମୃତ୍ୟୁ ହୋଇଛି । ଉଭୟଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲ ନେବା ବେଳେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତକ ମାଇଁ ଦମୟନ୍ତୀ ଶବର ଓ ଭାଣିଜୀ ଲିମି କାର୍ଜି । ବୁଧବାର ରାତିରେ ଦୁଇ ଜଣ ଶୋଇଥିବା ବେଳେ ସାପଟି କାମୁଡି ଦେଇଥିଲା ।
ଅନ୍ୟପଟେ କେନ୍ଦୁଝର ଜିଲା ଘଷିପୁରା ବ୍ଲକ ରାଧିକାଦେଇପୁରରେ ରାତିରେ ଶୋଇଥିବା ବେଳେ ସାପ କାମୁଡିବାରୁ ମାଆ ଓ ପୁଅର ମୃତ୍ୟୁ ହୋଇଛି । ମୃତ ପୁଅର ବୟସ ୮ରୁ ୧୦ବର୍ଷ ହେବ ବୋଲି ସୂଚନା ମିଳିଛି ।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories