www.samajalive.in
Monday, December 15, 2025
24.1 C
Bhubaneswar

ପହଁଚିଲେ ଗଣତନ୍ତ୍ର ଦିବସର ମୁଖ୍ୟଅତିଥି ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ

ଡେସ୍କ: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ଆଜି ଜୟପୁରରେ ପହଂଚିଛନ୍ତି। ଆସନ୍ତାକାଲି ନୂଆଦିଲ୍ଲୀରେ ପାଳନ ହେବାକୁ ଥିବା ୭୫ତମ ସାଧାରଣତନ୍ତ୍ର ଦିବସରେ ସେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ। ସେ ଜୟପୁରରେ ପହଂଚିବା ପରେ ରାଜ୍ୟପାଳ କଲରାଜ ମିଶ୍ର ଏବଂ ମୁଖ୍ୟମନ୍ତ୍ରୀ ଭଜନ ଲାଲ ଶର୍ମା ତାଙ୍କ ସ୍ୱାଗତ କରିଥିଲେ।

ହସ୍ତରେଖା ମହୁ ରଙ୍ଗର ହୋଇଥିଲେ, ମାଛ,ମନ୍ଦିର ଭଳି ଚିହ୍ନ ଥିଲେ : ଦେଇଥାଏ କି ସଙ୍କେତ..

- Advertisement -

ଅନ୍ୟପକ୍ଷରେ, ଉତ୍ତରପ୍ରଦେଶ ବୁଲନ୍ଦସହର ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଜୟପୁରରେ ପହଂଚିବାର କାର୍ଯ୍ୟକ୍ରମ ରହିଛି। ଉଭୟ ନେତା ଅମ୍ବର ଦୁର୍ଗ, ଜନ୍ତର ମନ୍ତର ଏବଂ ହାୱା ମହଲ ପରିଦର୍ଶନ କରିବା ପରେ ସନ୍ଧ୍ୟାରେ ହୋଟେଲ ରାମବାଗ ପ୍ୟାଲେସରେ ଏକ ବୈଠକରେ ମିଳିତ ହେବେ।

ଚା’ ପିଇବେ ନା କଫି କିଏ ଅଧିକ ଲାଭଦାୟକ? ଅଧିକାଂଶ ଜାଣନ୍ତି ନାହିଁ ଉତ୍ତର..

 

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories