www.samajalive.in
Tuesday, December 9, 2025
16.1 C
Bhubaneswar

ଭୂକମ୍ପ ଝଟକାରେ ପୁଣି ଥରିଲା ରୁଷ, ସୁନାମୀ ସତର୍କତା ଜାରି

ସମାଜ ଡିଜିଟାଲ ଡେସ୍କ: ରୁଷରେ ରବିବାର ପୁଣି ଥରେ ଭୂକମ୍ପ ଅନୁଭୂତ ହୋଇଛି। ରୁଷର କୁରିଲ ଦ୍ଵୀପ ଏବଂ କାମଚାତକାରେ ଏହି ଭୂକମ୍ପ ଅନୁଭୂତ ହୋଇଥିବା ଜର୍ମାନୀ ଭୂବିଜ୍ଞାନ ଗବେଷଣା କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା କୁରିଲ ଦ୍ଵୀପରେ ୬.୭ ଏବଂ କାମଚାତକାରେ ୬.୮ ରହିଥିଲା। ଭୂକମ୍ପ ଯୋଗୁ କ୍ଷୟକ୍ଷତି ସମ୍ପର୍କରେ କୌଣସି ସୂଚନା ମିଳିପାରି ନାହିଁ। ତେବେ ଭୂକମ୍ପ ପରେ ସୁନାମୀ ଆସିବା ନେଇ ସତର୍କତା ଜାରି କରାଯାଇଛି।

ଗତ ୩୧ ତାରିଖରେ ରୁଷର କାମଚାତକାରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଥିଲେ। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୮.୮ ରହିଥିଲା। ଏହି ଭୂକମ୍ପ ପରେ ରୁ​‌ଷ, ଜାପାନ, ଚୀନ ଏବଂ ଆମେରିକା ପାଇଁ ସୁନାମୀ ସତର୍କତା ଜାରି କରାଯାଇଥିଲା। ଭୂକମ୍ପର କିଛି ଘଣ୍ଟା ପରେ ୧୦ ଫୁଟ ଉଚ୍ଚର ସୁନାମୀ ଆସିଥିଲା।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories