ଶୁକ୍ରବାର ରାଶିଫଳ: ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିପାରନ୍ତି, ଏହି ରାଶିର ଲୋକେ ରୁହନ୍ତୁ ସତର୍କ
ମେଷ- କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ପ୍ରାପ୍ତ କ୍ଷମତାର ବିକେନ୍ଦ୍ରୀକରଣ କରି ଅନୁଗତ ଓ ଅଧସ୍ତନଙ୍କ ନମସ୍ୟ ହେବେ। ବିବାଦୀୟ ଘଟଣାରେ ବିଜୟୀ ହେବେ। ପ୍ରବଚନ ଶୁଣିବେ। ବୃଷ- ଆର୍ଥିକ ସ୍ଥିତି ଦୁର୍ବଳ ହୋଇପାରେ। ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ପଡ଼ିବ। ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିପାରନ୍ତି। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସାରାଦିନ ସତର୍କତାର ସହ ଚଳିବାକୁ ପଡ଼ିବ। ମିଥୁନ- ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଶୁଭଦାୟକ ହେବ। ନାନା … Continue reading ଶୁକ୍ରବାର ରାଶିଫଳ: ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିପାରନ୍ତି, ଏହି ରାଶିର ଲୋକେ ରୁହନ୍ତୁ ସତର୍କ
Copy and paste this URL into your WordPress site to embed
Copy and paste this code into your site to embed