www.samajalive.in
Saturday, December 13, 2025
27.1 C
Bhubaneswar

ଶୁକ୍ରବାର ମୟୁରଭଞ୍ଜ ଜିଲାରେ ସ୍କୁଲ ଛୁଟି, ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ଛୁଟି ଘୋଷଣା କଲେ ଜିଲାପାଳ

ଭୁବନେଶ୍ବର: ଆସନ୍ତକାଲି(ଶୁକ୍ରବାର) ମୟୂରଭଞ୍ଜ ଜିଲାରେ ସମସ୍ତ ସ୍କୁଲ୍‌ ବନ୍ଦ ରହିବ। ମୟୂରଭଞ୍ଜ ଜିଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍‌ଗୁଡ଼ିକ ପାଇଁ ଜିଲାପାଳ ଛୁଟି ଘୋଷଣା କରିଛନ୍ତି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆସନ୍ତାକାଲି(ଶୁକ୍ରବାର) ମୟୂରଭଞ୍ଜ ଜିଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହିତ ଜିଲାର କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଏହାକୁ ଦୃଷ୍ଟି ରଖି ଜିଲାପାଳ ମୟୂରଭଞ୍ଜ ଜିଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି।

Hot this week

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

Related Articles

Popular Categories