www.samajalive.in
Friday, December 5, 2025
20.1 C
Bhubaneswar

ତାତିରୁ ମିଳିବ ଆଶ୍ଵସ୍ତି: ୫ ଦିନ ଯାଏଁ କାଳବୈଶାଖୀ !

ଭୁବନେଶ୍ଵର: ତାତିରୁ ମିଳିପାରେ ଆଶ୍ଵସ୍ତି। ଆଗାମୀ ୫ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। କାଳବୈଶାଖୀ ବ​‌ର୍ଷା ଫଳରେ ଭୀଷଣ ଗ୍ରୀଷ୍ଣପ୍ରବାହରୁ କିଛି ମାତ୍ରାରେ ମୁକ୍ତି ମିଳିପାରେ। ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ଦିନ ତାପମାତ୍ରା କମିପାରେ। ସୋମବାରଠାରୁ ଗ୍ରୀଷ୍ମପ୍ରବାହ ର ସମ୍ଭାବନା ନଥିବା ପାଣିପାଗ ବିଭାଗ ସୂଚନା ଦେଇଛି। ସେହିପରି ୭ ଏବଂ ୮ ତାରିଖରେ କାଳବୈଶାଖୀ ପ୍ରଭାବ ଅଧିକ ରହିବ। ଏଥିପାଇଁ ୬ରୁ ୮ ତାରିଖ ମଧ୍ୟରେ ସମୁଦ୍ରକୁ ନଯିବା ଲାଗି ମତ୍ସ୍ୟଜୀବୀଙ୍କୁ ସତର୍କ ସୂଚନା ଜାରି କରାଯାଇଛି। ୭ ତାରିଖରେ ଉତ୍ତର ଏବଂ ଦକ୍ଷିଣ ଓଡିଶାରେ ଭାରି ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories