www.samajalive.in
Wednesday, December 10, 2025
16.1 C
Bhubaneswar

ଦଶମ ଶ୍ରେଣୀ ଛାତ୍ରୀଙ୍କ ସହ ଗଣଦୁଷ୍କର୍ମ ମାମଲା: ୩ ଅଭିଯୁକ୍ତଙ୍କୁ ସଶ୍ରମ କାରାଦଣ୍ଡ

ଫୁଲବାଣୀ: କନ୍ଧମାଳ ଜିଲା ଖଜୁରିପଡା ଥାନା ଅଞ୍ଚଳରେ ହୋଇଥିବା ନାବାଳିକା ଦଶମ ଶ୍ରେଣୀ ଛାତ୍ରୀଙ୍କ ସହ ଗଣଦୁଷ୍କର୍ମ ମାମଲାର ଆଜି ଶୁଣାଣି ହୋଇଛି । ଫୁଲବାଣୀ ପକ୍ସୋ କୋର୍ଟ ଗଣଦୁଷ୍କର୍ମରେ ସଂପୃକ୍ତ ଥିବା ୩ ଜଣ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଶୁଣାଇଛି । ଏହା ସହ ୨୨,୦୦୦ ଟଙ୍କା ଲେଖାଏଁ ଜୋରିମାନା ନିଦେର୍ଶ ଦିଆଯାଇଛି । ଅଭିଯୁକ୍ତମାନେ ଚିତରଞ୍ଜନ କହଁର, ପ୍ରଭାତ କହଁର ଏବଂ ରାଜିବ ଲୋଚନ କହଁର ।

ସୂଚନାଯୋଗ୍ୟ, ୨୦୧୫ ମସିହା ଜୁନ୍ ମାସରେ ଉକ୍ତ ଛାତ୍ରୀ ଜଣଙ୍କ ବିବାହ ଉତ୍ସବରୁ ଫେରିବା ବେଳେ ସେହି ଗ୍ରାମର କିଛି ଯୁବକ ତାଙ୍କୁ ଉଠାଇ ନେଇ ନିକଟ ଜଙ୍ଗଲରେ ଗଣଦୁଷ୍କର୍ମ କରିଥିଲେ । ଦୁଷ୍କର୍ମପରେ ଛାତ୍ରୀଙ୍କ ମାଡ ମାରିବା ନେଇ ମଧ୍ୟ ଅଭିଯୋଗ ହୋଇଥିଲା।

Hot this week

ରାଖେଲଗୁଡ଼ା-ଏମ୍‌ଭି-୨୬ ଗାଁରେ ଉତ୍ତେଜନା ଘଟଣା: ମାଟି ମୁଣ୍ଡ ଲଗାଇ କଲେ ଅନ୍ତିମ ସଂସ୍କାର

ମାଟି ମୁଣ୍ଡ ଲଗାଇ କଲେ ଅନ୍ତିମ ସଂସ୍କାର ମାଲକାନଗିରି/କୋରୁକୋଣ୍ଡା: ମାଲକାନଗିରି ଜିଲା ପୋଟେରୁ...

ଧାନ ରଖି ଚାଷୀଙ୍କ ରାଜପଥ ଅବରୋଧ: ପୁଲିସ ସହ ଧସ୍ତାଧସ୍ତି, ୩ ଘଣ୍ଟା ଯାତାୟାତ ବନ୍ଦ

ଅତାବିରା/ରେଙ୍ଗାଲିକ୍ୟାମ୍ପ, : ମଣ୍ଡି ଗୁଡିକରେ ମନ୍ଥର ଗତିରେ ଧାନ ଉଠୁଥିଲା। ମଣ୍ଡିରୁ...

ବାରବାଟୀରେ ଏକତରଫା ବିଜୟ: ଦକ୍ଷିଣ ଆଫ୍ରିକାର ସର୍ବନିମ୍ନ ସ୍କୋର

କଟକ: କଟକ ବାରବାଟୀ ଷ୍ଟାଡିୟମ୍‌ରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

Related Articles

Popular Categories