www.samajalive.in
Saturday, December 6, 2025
14.1 C
Bhubaneswar

ଇଣ୍ଡୋନେସିଆ କାରଖାନାରେ ବିସ୍ଫୋରଣ, ୧୩ ମୃତ

ଜାକର୍ତ୍ତା: ଇଣ୍ଡୋନେସିଆର ସୁଲାୱେସିି ପ୍ରଦେଶରେ ରବିବାର ଗୋଟିଏ ନିକେଲ କାରଖାନାରେ ବିସ୍ଫୋରଣ ଘଟି ୧୩ ଜଣ ଶ୍ରମିକ ପ୍ରାଣ ହରାଇଛନ୍ତି। ଆହତ ୩୮ ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକଙ୍କ ମଧ୍ୟରେ ଇଣ୍ଡୋନେସିଆର ୭ ଓ ୫ ବିଦେଶୀ ଶ୍ରମିକ ଅନ୍ତର୍ଭୁକ୍ତ ଥିବା ଜଣାପଡ଼ିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories