www.samajalive.in
Sunday, December 7, 2025
26.1 C
Bhubaneswar

ପଞ୍ଚାୟତ କାର୍ଯ୍ୟାଳୟ ଗୃହର ଭିତ୍ତିପ୍ରସ୍ତର ସ୍ଥାପନ

ଜି ଉଦୟଗିରି:  ଜି ଉଦୟଗିରି ବ୍ଳକ ଅନ୍ତର୍ଗତ ଗ୍ରେସିଂଗିଆ ପଞ୍ଚାୟତ ସ୍ଥିତ ଦିଣ୍ଡାବାଲି ଠାରେ ଥିବା ମିଶନ ଶକ୍ତି ଗୃହ ପାର୍ଶ୍ଵରେ ପଞ୍ଚାୟତ କାର୍ଯ୍ୟାଳୟ ଗୃହର ଶିଳାନ୍ୟାସ ଉପବାଚସ୍ପତି ସାଲୁଗା ପ୍ରଧାନଙ୍କ ଦ୍ଵାରା ହୋଇଯାଇଛି। ସରପଞ୍ଚ ତ୍ରିଶୂଳ। ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶିଳାନ୍ୟାସ ଉତ୍ସବରେ ମୁଖ୍ୟ ଅତିଥି ଭାବେ ସାଂସଦ ଡ ଅଚ୍ୟୁତ ସାମନ୍ତ, ଉପବାଚସ୍ପତି ସାଲୁଗା ପ୍ରଧାନ, ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁଷମା ପ୍ରଧାନ, ଆଦିବାସୀ ଉନ୍ନୟନ ପରିଷଦ ଅଧକ୍ଷ, ପର୍ଯ୍ୟବେକ୍ଷକ କ୍ଳେଶ ପ୍ରଧାନ, ସମିତି ସଭ୍ୟା ପୂର୍ଣ୍ଣିମା ପ୍ରଧାନ, ଜିଲ୍ଲାପରିଷଦ ସଭ୍ୟା ଲିଲିମା ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ଥିଲେ। କାର୍ଯ୍ୟକ୍ରମକୁ ଗୋଷ୍ଠି ଉନ୍ନୟନ ଅଧିକାରୀ ମନୋଜ କୁମାର ଦେବତା ପରିଚାଳନା କରିଥିଲେ।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories