www.samajalive.in
Wednesday, December 10, 2025
18.1 C
Bhubaneswar

ଜଳୁଛି ଜଙ୍ଗଲ – ଅଣାୟତ୍ତ ସ୍ଥିତି, ସମୀକ୍ଷା କଲେ ଡି ଏଫ ଓ

ଜି ଉଦୟଗିରି – ଜଳୁଛି ଜଙ୍ଗଲ, ଲିଭିବାର ନାଁ ନେଉନି । ଜି ଉଦୟଗିରି ବନାଞ୍ଚଳରେ ଜି ଉଦୟଗିରି, କଳିଙ୍ଗା ଓ ପାବୁରିଆ ଅଞ୍ଚଳରେ ଗତ ଚାରିଦିନ ଜଙ୍ଗଲରେ ନିଆଁ ଲାଗି ଅଣଆୟତ୍ତ ପରିସ୍ଥିତି ସୃଷ୍ଟି ହୋଇଛି । ଏବେ ବନ ବିଭାଗର ନିଦ ହଜିଯାଇଛ।

ପରିସ୍ଥି ଡି ଏଫ୍ ଓ ପ୍ରଶାନ୍ତ କୁମାର ପଟେଲ ଓ ସହକାରୀ ବନ ସଂରକ୍ଷକ ସ୍ପେତଲିନା ସାହୁ ଏହାର ସମୀକ୍ଷା କରିଛନ୍ତି । ବନ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ସୁରକ୍ଷା ସହ ନିଆଁ କୁ ଆୟତ୍ତ କରିବା ପାଇଁ ପରାମର୍ଶ ଦେଇଛନ୍ତି। ବନ ଅଧିକାରୀମାନେ ନିଆଁ କୁ ଆୟତ୍ତ କରିବା ପାଇଁ ଉଦ୍ୟମ ଆରମ୍ଭ କରିଛନ୍ତି। କିଛି ଖଳ ପ୍ରକୃତିର ଲୋକ ଜଙ୍ଗଲରେ ନିଆଁ ଲଗାଇ ଦେଉଥିବା ସମାଜର ପ୍ରତିନିଧିଙ୍କୁ ସୂଚନା ଦେଇଛନ୍ତି ।

Hot this week

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

Related Articles

Popular Categories