www.samajalive.in
Saturday, December 6, 2025
23.1 C
Bhubaneswar

ଅଜଣା ଗାଡ଼ି ଧକ୍କାରେ ଗୁରୁତର ଖବରକାଗଜ ବିତରକଙ୍କ ମୃତ୍ୟୁ

ଜି.ଉଦୟଗିରି: ଅଜଣା ଗାଡ଼ି ଧକ୍କାରେ ଗୁରୁତର ହୋଇ ଚିକିତ୍ସିତ ହେଉଥିବା ଜଣେ ଖବର କାଗଜ ବିତରକଙ୍କ ଶନିବାର ରାତିରେ ମୃତ୍ୟୁ ଘଟିଛି। ମୃତ ବିତରକଙ୍କ ନାଁ ହରିହର ସାହୁ ବୋଲି ଜଣାପଡ଼ିଛି।

ବିବରଣୀରୁ ପ୍ରକାଶ ଯେ, ନଭେମ୍ବର ୨୫ତାରିଖ ଦିନ ଭୋର ସମୟରେ ଖବରକାଗଜ ବିତରଣ କରୁଥିବା ସମୟରେ ଅଜଣା ଗାଡ଼ି ଧକ୍କା ଦେବା ପରେ ନୂତନ ହାଟପଦା ନିକଟରେ ପଡିରହିଥିବା ଅବସ୍ଥାରେ ତାଙ୍କୁ ଜି ଉଦୟଗିରି ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ବର ପଠାଯାଇଥିଲା। ମୁଣ୍ଡ ଓ ନାକରେ ଆଘାତ ଲାଗି ମୁଣ୍ଡରେ ରକ୍ତ ଜମାଟ ବାନ୍ଧିଥିବାରୁ ସେଠାରେ ତାଙ୍କର ଅସ୍ତ୍ରୋପଚାର ହୋଇଥିଲା। ଅସ୍ତ୍ରୋପଚାର ସଫଳ ହୋଇନଥିବାରୁ ଶନିବାର ରାତି ପ୍ରାୟ ୧୦.୩୦ସମୟରେ ତାଙ୍କର ମୃତ୍ୟୁ ଘଟିଛି।

Hot this week

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

Related Articles

Popular Categories