www.samajalive.in
Sunday, December 7, 2025
18.1 C
Bhubaneswar

ବିଜୁ ପଟ୍ଟନାୟକ ବହୁମୁଖୀ ଇଣ୍ଡୋର ଷ୍ଟାଡିୟମର ଶୁଭ ଉଦଘାଟନୀ ଉତ୍ସବ 

ଜି.ଉଦୟଗିରି : ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦର ୪ନଂ ଓ୍ବାର୍ଡ ସ୍ଥିତ ଶ୍ରୀରାମପଦାଠାରେ ନିର୍ମୀତ ବିଜୁ ପଟ୍ଟନାୟକ ବହୁମୁଖୀ ଇଣ୍ଡୋର ଷ୍ଟାଡିୟମର ଆଭାସି ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଉଦଘାଟିତ ହୋଇଯାଇଛି। ଜି.ଉଦୟଗିରି ଅଞ୍ଚଳରେ ଥିବା ଯୁବ କ୍ରୀଡ଼ାପ୍ରେମୀ ଉକ୍ତ ବହୁମୁଖୀ ଇଣ୍ଡୋର ଷ୍ଟାଡିୟମ ଦ୍ୱାରା ଉପକୃତ ହୋଇପାରିବେ। ଏହି କାର୍ଯ୍ୟକ୍ରମରେ ଉପ-ବାଚସ୍ପତି ତଥା ସ୍ଥାନୀୟ ବିଧାୟକ ସାଲୁଗା ପ୍ରଧାନ, ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ମନୋଜ କୁମାର ଦେବତା,ଏନଏସି ଅଧ୍ୟକ୍ଷା ସୁଶ୍ରୀ ଦେବସ୍ମିତା ଶତପଥି,ଉପାଧ୍ୟକ୍ଷ ସନ୍ତୋଷ କୁମାର ବାଘ,ସମସ୍ତ କାଉନସିଲର,ବିଧାୟକ ପ୍ରତିନିଧି ଅନିଲ କୁମାର ଦଳବେହେରା,ଦୀପକ କୁମାର ସାହୁ, ନବନିଯୁକ୍ତ ନଗର ସଭାପତି ପି.ସଞ୍ଜୀବ କୁମାର ପାତ୍ର,ଜିଲ୍ଲା କ୍ରୀଡ଼ା ଅଧିକାରୀ ସମୀର କୁମାର ନାୟକ,କଳିଙ୍ଗ କଲେଜ ଅଧ୍ୟକ୍ଷ ସୁଧାଂଶୁ ଶେଖର ମେହେର,ବ୍ଲକ ସଭାପତି ଲିଙ୍ଗରାଜ କଁହର, କାର୍ଯ୍ୟକାରୀ ସଭାପତି ଉଦୟନାଥ ନାୟକ, ଯୁବ ସଭାପତି ବ୍ରହ୍ମାନନ୍ଦ ସାହୁ,ଅଭିଷେକ ନାୟକ ପ୍ରମୁଖ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ନୂତନ ନଗର ସଭାପତି ପି.ସଞ୍ଜୀବ କୁମାର ପାତ୍ରଙ୍କୁ ଉପ ବାଚସ୍ପତି ସାଲୁଗା ପ୍ରଧାନ ପୁଷ୍ପଗୁଛ ଉତ୍ତରୀୟ ଦେଇ ସମ୍ବର୍ଦ୍ଧନା କରିଥିଲେ।

Hot this week

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

Related Articles

Popular Categories