www.samajalive.in
Saturday, December 6, 2025
26.1 C
Bhubaneswar

ଅନ୍ତିମ ସଂସ୍କାରରେ ଯୋଗଦେବାକୁ ଯାଇଥିଲେ ହେଲେ ନିଜେ ଆଖି ବୁଜିଲେ

ଜି.ଉଦୟଗିରି: ରୁଦାଙ୍ଗିଆ ଗ୍ରାମକୁ କିଲାକିଆ ଗ୍ରାମର ସର୍ବାନନ୍ଦ ପ୍ରଧାନ ୬୧ ଏକ ଅନ୍ତିମ ସଂସ୍କାର କାର୍ଯ୍ୟରେ ଯୋଗ ଦେବାକୁ ଯାଇଥିଲେ ହେଲେ ନିଜେ ଆଖି ବୁଜିଲେ। ଏଭଳି ଏକ ଦୁଃଖଦ ଘଟଣା ଘଟିଛି ରୁଦାଙ୍ଗିଆରେ। ସକାଳ ପ୍ରାୟ ଆଠଟା ସମୟରେ କିଲାକିଆରୁ ରୁଦାଙ୍ଗିଆ ଅନ୍ତିମ ସଂସ୍କାର କାର୍ଯ୍ୟରେ ଯୋଗ ଦେବାକୁ ଯାଉଥିବା ବେଳେ ଅଟୋଟି ଭାରସାମ୍ୟ ହରାଇ ଦୁର୍ଘଟଣା ଘଟିବାରୁ ସେଥିରେ ଥିବା ୫ଜଣ ଯାତ୍ରୀ ଆହତ ହୋଇ ଜି ଉଦୟଗିରି ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଥିଲେ। ସେମାନଙ୍କ ମଧ୍ୟରୁ ସର୍ବାନନ୍ଦ ପ୍ରଧାନ ୬୧ ଓ ଦିବାକର ପ୍ରଧାନ ୩୮ଙ୍କୁ ଗୁରୁତର ଅବସ୍ଥାରେ ଫୁଲବାଣୀ ସ୍ଥାନାନ୍ତର କରାଯାଇଥିଲା। ଜିଲା ମୁଖ୍ୟ ଚିକିତ୍ସାଳୟରେ ସର୍ବାନନ୍ଦଙ୍କ ପରଲୋକ ହୋଇଥିବା ଜଣାପଡିଛି। ଘଟଣାସ୍ଥଳରେ ଜି ଉଦୟଗିରି ପୁଲିସ ପହଞ୍ଚି ଘଟଣାର ତଦନ୍ତ ଜାରି ରଖିଥିବା ଜଣାପଡିଛି।

ହଷ୍ଟେଲରୁ ଡିପ୍ଲୋମା ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଜାଣନ୍ତୁ ଟପ୍‌ ୧୦ ତାଲିକା; ଦୁନିଆରେ ସବୁଠାରୁ ଅଧିକ ବିକ୍ରି ହୋଇଛି ଏହି ସ୍ମାର୍ଟଫୋନ୍‌..

- Advertisement -

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories