www.samajalive.in
Monday, December 15, 2025
26.1 C
Bhubaneswar

ଦିଲ୍ଲୀରେ ଜି-୨୦ ସମ୍ମିଳନୀ – ପ୍ରସ୍ତୁତି ଜୋର୍‌‌ସୋର୍‌‌

ଡେସ୍କ: ଆସନ୍ତା ଶନିବାର ଏବଂ ରବିବାର ଦୁଇଦିନ ଧରି ଦିଲ୍ଲୀରେ ହେବାକୁ ଥିବା ଜି-୨୦ ସମ୍ମିଳନୀ ପାଇଁ ପ୍ରସ୍ତୁତି କାର୍ଯ୍ୟ ଜୋର୍‌‌ସୋର୍‌‌ରେ ଚାଲିଛି। ସରକାରୀ ସଂସ୍ଥା ଏବଂ ଅନ୍ୟାନ୍ୟ ସଂଗଠନ ଗୁଡ଼ିକ ପକ୍ଷରୁ ଏହି ସମ୍ମିଳନୀକୁ ସ୍ମରଣୀୟ କରିବା ଲାଗି ସମସ୍ତ ପଦକ୍ଷେପ ଗ୍ରହଣ କରାଯାଉଛି। ସୁରକ୍ଷା ବ୍ୟବସ୍ଥା ଦୃଢ଼ କରିବା ଲାଗି ବିଭିନ୍ନ ସଂସ୍ଥା ପକ୍ଷରୁ ରିହର୍‌‌ସାଲ୍‌‌ କରାଯାଉଥିବା ବେଳେ ସହରର ବିଭିନ୍ନ ସ୍ଥାନରେ ମୂର୍ତ୍ତି ସ୍ଥାପନ, କାରୁକାର୍ଯ୍ୟ ଓ ପ୍ରତିଛବି ଅଙ୍କନ କରାଯାଉଛି। ଜି-୨୦ ପ୍ରତିନିଧିମାନଙ୍କ ଆଗମନ ଲାଗି ସେପ୍ଟେମ୍ବର ୮ରୁ ୧୦ ମଧ୍ୟରେ ୧୬୦ଟି ଘରୋଇ ବିମାନ ଉଡ଼ାଣ ବାତିଲ କରାଯାଇଛି।

Hot this week

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

Related Articles

Popular Categories