www.samajalive.in
Sunday, December 14, 2025
17.1 C
Bhubaneswar

ଆମ୍ବୁଲାନ୍ସରୁ ଜବତ ହେଲା ଗଞ୍ଜେଇ

ମାଲକାନଗିରି: ମାଲକାନଗିରି ଗୋବିନ୍ଦପୁର ଠାରେ ଏକ ଆମ୍ବୁଲାନ୍ସରୁ ଗଞ୍ଜେଇ ଜବତ ହୋଇଛି। ଆମ୍ବୁଲାନ୍ସରେ ୧ କ୍ବିଣ୍ଟାଲ ୨୩ କେଜି ଗଞ୍ଜେଇ ଥିବା ପୁଲିସ ପକ୍ଷରୁ ସୂଚନା ମିଳିଛି। ନକଲି ଆମ୍ବୁଲାନ୍ସରେ ୨ଜଣ ଅଭିଯୁକ୍ତ ଗଞ୍ଜେଇ ନେଇ ଯାଉଥିଲେ। ଗୋବିନ୍ଦପାଲି ପୁଲିସର ଚେକିଂ ସମୟରେ ଗଞ୍ଜେଇ ଜବତ ହୋଇଥିଲା। ଆମ୍ବଲାନ୍ସରେ ରୋଗୀ ଭାବେ ଚାଦର ଘୋଡାଇ ନେଉଥିଲେ ଗଞ୍ଜେଇ। ଅଭିଯୁକ୍ତ ୨ଜଣଙ୍କୁ ପୁଲିସ ଗିରଫ କରିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories