ମାର୍ଚ୍ଚ ୫ରେ ଗଜକେସରୀ ରାଜଯୋଗ: ଏହି ରାଶିଙ୍କ ଆଉ ରହିବନି ଚିନ୍ତା, ହଠାତ୍‌ ହେବେ ଧନୀ, କିଣିବେ ଭୂମି,ଯାନ..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଦେବତାଙ୍କ ଗୁରୁ ବୃହସ୍ପତି ବର୍ତ୍ତମାନ ବୃଷ ରାଶିରେ ରହିଛନ୍ତି । ମେ’ ମାସ ପର୍ଯ୍ୟନ୍ତ ଏହି ରାଶିରେ ରହିବେ । ଏହି ସମୟ ମଧ୍ୟରେ ଅନେକ ଗ୍ରହ ସହ ବୃହସ୍ପତି ଏକାଠି ହୋଇ ଶୁଭ ଯୋଗ ସୃଷ୍ଟି କରିବେ । ବିଶେଷ କରି ଚନ୍ଦ୍ରମା ଓ ଗୁରୁ ଏକାଠି ହେବା ଦ୍ୱାରା ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ବୋଲି କୁହାଯାଏ । ୫ ମାର୍ଚ୍ଚ ସକାଳ ୮ଟା ୧୨ରେ ଚନ୍ଦ୍ରମା ବୃଷ ରାଶିରେ ପ୍ରବେଶ କରିବେ … Continue reading ମାର୍ଚ୍ଚ ୫ରେ ଗଜକେସରୀ ରାଜଯୋଗ: ଏହି ରାଶିଙ୍କ ଆଉ ରହିବନି ଚିନ୍ତା, ହଠାତ୍‌ ହେବେ ଧନୀ, କିଣିବେ ଭୂମି,ଯାନ..