Patra electronics

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗଜପତି, ପରିକ୍ରମା ପ୍ରକଳ୍ପ ପାଇଁ ଜଣାଇଲେ ଧନ୍ୟବାଦ

ଭୁବନେଶ୍ବର: ଆଜି ଗଜପତି ମହାରାଜା ଦିବ୍ୟସିଂହ ଦେବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଗଜପତି ମହାରାଜା ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ସଂସ୍କୃତି ଓ ପରମ୍ପରା ସମ୍ପର୍କରେ ଆଲୋଚନା କରିଛନ୍ତି। ଏହାସହିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଥିଲେ।

Comments are closed.