ଗଜପତି : ବାତ୍ୟା ମିଗ୍ଜୋମ୍ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଗଜପତି ଜିଲାରେ ଡିସେମ୍ବର ୬ରେ ସମସ୍ତ ବିଦ୍ୟାଳୟ ବନ୍ଦ ରଖାଯିବା ନେଇ ଘୋଷଣା କରାଯାଇଛି। ପ୍ରାଥମିକ, ଉଚ୍ଚ ପ୍ରାଥମିକ, ହାଇସ୍କୁଲ, ଅଙ୍ଗନବାଡି କେନ୍ଦ୍ର ବନ୍ଦ ରଖାଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।
Popular Categories



