www.samajalive.in
Monday, December 15, 2025
16.1 C
Bhubaneswar

ଗଜପତି ଜିଲ୍ଲା ଗଙ୍ଗାବାଡ ପଞ୍ଚାୟତରେ ପୁଣି ଖସିଲା ଅତଡ଼ା: ଯାତାୟାତ ଠପ୍

ଗଜପତି: ରାଜ୍ୟରେ କିଛି ଦିନ ହେବ କାଳବୈଶାଖୀ ବର୍ଷା ଜାରି ରହିଥିଲା। ଲଗାଣ ବର୍ଷା ଯୋଗୁଁ ଗଜପତି ଜିଲ୍ଲା ରାୟଗଡ ବ୍ଲକ କଇଁପୁରଠାରୁ ବଡ଼ ପାଚେଡିଆ ମଧ୍ୟରେ ରାସ୍ତାକଡ଼ରେ ଥିବା ପାହାଡରୁ ଅତଡ଼ା ଖସିଛି।  ରାସ୍ତାରେ ବଡ ବଡ ପଥର ପଡିଥିବାରୁ ୨୨ଟି ଗାଁକୁ ଯାତାୟାତ ବାଧାପ୍ରାପ୍ତ ହୋଇଛି । ଲୋକମାନେ ବଜାର ଘାଟକୁ ଯିବାପାଇଁ ଅସୁବିଧାରେ ସମ୍ମୁଖୀନ ହେଉଛନ୍ତି। ଜିଲ୍ଲା ପ୍ରଶାସନର କର୍ମଚାରୀ ପହଞ୍ଚି ମାଟି ଅତଡ଼ାକୁ ସଫା କରିବା ପାଇଁ ଚେଷ୍ଟା ଚଳାଇଛନ୍ତି। ସ୍ଥାନୀୟ ସରପଞ୍ଚ  ନିମ୍ନମାନର କାମ ହେଉଥିବା ଅଭିଯୋଗ କରିଛନ୍ତି । ବିଭାଗୀୟ ଅଧିକାରୀଙ୍କ ମନମୁଖୀ କାର୍ଯ୍ୟକଳାପ ଯୋଗୁଁ ଦୁର୍ଗମ ଅଞ୍ଚଳରେ ଅତଡା ଖସୁଛି । କୈାଣସି ବଡ଼ ଦୁର୍ଘଟଣା ହେଲେ ଏଥିପାଇଁ  ଜିଲ୍ଲାପ୍ରଶାସନ ଦାୟୀ ରହିବେ ବୋଲି ସେ କହିଛନ୍ତି।

Hot this week

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

Related Articles

Popular Categories