www.samajalive.in
Friday, December 5, 2025
26.1 C
Bhubaneswar

‘ବାତ୍ୟା ମନ୍ଥା’ ପ୍ରଭାବରେ ଗଜପତିରେ ଧସିଲା ପାହାଡ

ସମାଜ ଡିଜିଟାଲ ଡେସ୍କ: ବାତ୍ୟା ମନ୍ଥାର ପ୍ରଭାବ ଗଜପତି ଜିଲାରେ ପଡିଛି । ଜିଲାରେ ପ୍ରବଳ ବର୍ଷା ଲାଗି ରହିଥିବାରୁ କାଶୀନଗର ପାର୍ତ୍ତଡା ପଞ୍ଚାୟତରେ ପାହାଡ ଧସିଛି । ପାହାଡ ଧସିବାରୁ ଲିଙ୍ଗା-ବାରଭା ରାସ୍ତାରେ ବଡ ବଡ ପଥର ଖଣ୍ଡ ସବୁ ଖସି ପଡି ରାସ୍ତା ଅବରୋଧ ହୋଇଛି । ଫଳରେ ଯାତାୟାତ ବାଧାପ୍ରାପ୍ତ ହେବା ସହ ପ୍ରଶାସନ ପକ୍ଷରୁ ରାସ୍ତା ସଫେଇ କାମ ଆରମ୍ଭ ହୋଇଛି । ଜିଲାରେ ଗତକାଲିଠାରୁ ବର୍ଷା ଲାଗି ରହିଥିବାରୁ ପାହାଡ ଧସିବା ଓ ଭୂସ୍ଖଳନ ହେବା ଭଳି ପରିସ୍ଥିତି ସୃଷ୍ଟି ହେବା ଆଶଙ୍କା କରି ପ୍ରଶାସନ ପକ୍ଷରୁ ମୁକାବିଲା କରିବା ପାଇଁ ସବୁ ପ୍ରସ୍ତୁତି କରାଯାଇଛି ।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories