www.samajalive.in
Monday, December 15, 2025
26.1 C
Bhubaneswar

ଘାଟିରେ ଓଲଟିଲା ବସ୍, ୨୦ ଆହତ

ଗଜପତି: ଘାଟିରେ ଓଲଟିଲା ବସ୍, ୨୦ ଆହତ । ଗଜପତି ଜିଲ୍ଲା ମୋହନା ଥାନା ରାମଗଡ ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ ବସ ଓ ଗୋଟିଏ ପିକ ଅପ ଭ୍ୟାନକୁ ଧକ୍କା ଦେଇ ରାସ୍ତାରେ ୨୦ ଫୁଟ ତଳକୁ ଓଲଟି ପଡିଛି ଏକ ଯାତ୍ରୀବାହୀ ବସ୍ ।  ଜଗନ୍ନାଥ ବସ୍ ରେ ଥିବା ୨୦ ଜଣ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ୬ ଜଣ ଯାତ୍ରୀଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ଏମକେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories