www.samajalive.in
Monday, December 8, 2025
20.1 C
Bhubaneswar

ଜୁଆ ଆଡ୍ଡାରେ ଚଢ଼ାଉ, ୧୨ ଲକ୍ଷ ଟଙ୍କା ଜବତ ଓ ୧୦ ଗିରଫ

ଭୁବନେଶ୍ବର: ଆଜି ବରଗଡ଼ ଥାନା ପକ୍ଷରୁ ଜୁଆ ଆଡ୍ଡା ଉପରେ ଚଢ଼ାଉ କରାଯାଇଛି। ଜୁଆ ଖେଳୁଥିବା ଅଭିଯୋଗରେ ପୁଲିସ ୧୦ ଗିରଫ ପରେ କୋର୍ଟ ଚାଲାଣ କରିଥିବା ସୂଚନା ମିଳିଛି। ବିଶ୍ବସ୍ତ ସୂତ୍ରରୁ ଖବର ପାଇ ବରଗଡ଼ ଥାନା କେଶୁରା ଛକସ୍ଥିତ ଏକ ମଣ୍ଡପରେ ଚଢ଼ାଉ କରିଥିଲା। ସେଠାରୁ ପୁଲିସ ନଗଦ ୧୨ଲକ୍ଷ ଟଙ୍କା ଜବତ ସହ ୧୦ଜଣଙ୍କୁ ଧରିଥିଲା। ସେମାନଙ୍କୁ ଥାନାକୁ ଆଣି ପଚରାଉଚୁରାପରେ ଗିରଫ କରିଥିବା ଜଣାପଡ଼ିଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories