www.samajalive.in
Monday, December 15, 2025
17.1 C
Bhubaneswar

ଜିଲାସ୍ତରୀୟ ଶାରଦୀୟ କ୍ରୀଡ଼ା ପ୍ରତିଯୋଗିତା ଉଦଘାଟିତ

ବଡ଼ସାହି: ରବିବାର ସ୍ଥାନୀୟ ଖେଳପଡିଆରେ ମୟୂରଭଞ୍ଜ ଜିଲାସ୍ତରୀୟ ଶାରଦୀୟ କ୍ରୀଡ଼ା ପ୍ରତିଯୋଗିତା ଉଦଘାଟିତ ହୋଇଯାଇଛି । ବଡ଼ସାହି ବିଧାୟକ ଗଣେଶ୍ବର ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ କ୍ରୀଡା ପତାକା ଉତ୍ତୋଳନ ପୂର୍ବକ ପ୍ରତିଯୋଗିତାକୁ ଉଦଘାଟନ କରିଛନ୍ତି । ସୁସ୍ଥ ଶରୀର ପାଇଁ କ୍ରୀଡା ଯେତିକି ଆବଶ୍ୟକ, ବର୍ତ୍ତମାନ ଦୁନିଆରେ ସେତିକି ଆତ୍ମସମ୍ମାନ ପ୍ରଦାନ କରୁଛି । ଦୂତି ପରି ସଫଳ କ୍ରୀଡ଼ାବିତର ଉଦାହରଣ ଦେଇ ସେ କହିଥିଲେ କ୍ରୀଡା କ୍ଷେତ୍ରରେ ସଫଳତା ହାସଲ କଲେ ସରକାରୀ ଚାକିରୀ ଓ ପ୍ରତ୍ସାହନାର ଅଭାବ ରହିବ ନାହିଁ । ଅନ୍ୟ ମାନଙ୍କ ମଧ୍ୟରେ ଡିଇଓ, ଆପିଇ ଓ ବିଇଓ ଯୋଗଦେଇ ପ୍ରତିଯୋଗୀଙ୍କୁ ଉତ୍ସାହିତ କରିଛନ୍ତି । ଜିଲାର ସମସ୍ତ ହାଇସ୍କୁଲରୁ ୬୮୫ ପ୍ରତିଯୋଗୀଗଣ ଅଂଶ ଗ୍ରହଣ କରିଛନ୍ତି । ଏହାକୁ ସ୍ଥାନୀୟ ବ୍ଲକର ଖେଳଶିକ୍ଷକ ମାନେ ଖେଳ ପରିଚାଳନା କରୁଛନ୍ତି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories