୧୦୦ ବର୍ଷ ପରେ ଏଥର ଗଣେଶ ପୂଜାରେ ଦୁର୍ଲ୍ଲଭ ସଂଯୋଗ; ଏହି ରାଶିଙ୍କ ଚମକିବ ଭାଗ୍ୟ..

ଚଳିତ ବର୍ଷ ଗଣେଶ ଚତୁର୍ଥୀ ୭ ସେପ୍ଟେମ୍ବର ୨୦୨୪ରେ ପାଳନ କରାଯିବ । ଏହି ଦିନ ଠାରୁ ପ୍ରାୟ ୧୦ ଦିନ ପର୍ଯ୍ୟନ୍ତ ଗଣେଶ ଉତ୍ସବ ପାଳନ କରାଯାଏ । ପ୍ରତିବର୍ଷ ଭାଦ୍ରବ ମାସ ଶୁକ୍ଳପକ୍ଷ ଚତୁର୍ଥୀରେ ଗଶେଷ ଚତୁର୍ଥୀ ପାଳନ କରାଯାଉଥିବା ବେଳେ ଏହି ବର୍ଷର ଗଣେଶ ଚତୁର୍ଥୀ ଖୁବ୍‌ ଖାସ୍‌ । ଦୀର୍ଘ ୧୦୦ ବର୍ଷ ପରେ ଗଣେଶ ଚତୁର୍ଥୀରେ ଏହି ବର୍ଷ ଦୁର୍ଲ୍ଲଭ ସଂଯୋଗ ସୃଷ୍ଟି ହେଉଛି । ଏହି ବର୍ଷ ସିଦ୍ଧି … Continue reading ୧୦୦ ବର୍ଷ ପରେ ଏଥର ଗଣେଶ ପୂଜାରେ ଦୁର୍ଲ୍ଲଭ ସଂଯୋଗ; ଏହି ରାଶିଙ୍କ ଚମକିବ ଭାଗ୍ୟ..